Explore

Search
Close this search box.

Search

April 28, 2025 4:26 am

ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ – ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା ।

ରାଜ୍ୟରେ ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା । ରାଜ୍ୟର ୧ କୋଟି ପରିବାରର ପ୍ରାୟ ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ବାସ୍ଥ୍ୟକାର୍ଡ ।

ଏହି କାର୍ଡ ଜରିଆରେ ଦେଶର ୨୭ ହଜାର ହସ୍ପିଟାଲରେ ସ୍ଵାସ୍ଥ୍ୟ ସେବା ପାଇପାରିବେ ରାଜ୍ୟବାସୀ । ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତି ବି ଏହି ସ୍ଵାସ୍ଥ୍ୟବୀମାର ସୁବିଧା ମିଳିବ । ସେହପରି ଦାଦନ ଶ୍ରମିକମାନେ ମଧ୍ୟ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମାରେ ଅନ୍ତର୍ଭୁକ୍ତ ହେବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ନିର୍ଦ୍ଦିଷ୍ଟ ଭାବରେ ୧ କୋଟି ପରିବାରର ପ୍ରାୟ ୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ । ଏହା ସାରା ଭାରତ ବର୍ଷରେ ପାଖାପାଖି ୨୭ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ହେବ। ଲୋକ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟ ଏହି ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମହାଳିଙ୍ଗ ପ୍ରକାଶ କରିଛନ୍ତି ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer