Explore

Search
Close this search box.

Search

April 28, 2025 11:34 am

ଓଡି଼ଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ ।

ଓଡି଼ଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ । କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିଜ ପଦରୁ ଇସ୍ତଫା ଦେଇଛନ୍ତି ରାଜ୍ୟପାଳ ରଘୁବର ଦାସ । ବ୍ୟକ୍ତିଗତ କାରଣରୁ ଓଡ଼ିଶା ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ବିଦାୟୀ ରାଜ୍ୟପାଳ ରଘୁବର ଦାସ କହିଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିଛନ୍ତି । ସେପଟେ ରାଜ୍ୟପାଳଙ୍କ ଇସ୍ତଫା ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ବୟାନ ବାଜି ଆରମ୍ଭ ହୋଇଯାଇଛି ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer