Explore

Search
Close this search box.

Search

April 17, 2026 3:37 pm

ମାଡିଆସୁଛି କାଳବୈଶାଖୀ , ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ ।

ମାଡ଼ି ଆସୁଛି କାଳବୈଶାଖୀ । ବିଜୁଳି ଘଡ଼ଘଡ଼ି ସହ ମଧ୍ୟମ ବର୍ଷା ହେବାସହ ପ୍ରବଳ ପବନ ବୋହିବା ନେଇ ୟୋଲୋ ୱାର୍ଣ୍ଣିଂ ଜାରିକରିଛି ପାଣିପାଗ ବିଭାଗ ।

ଭୁବନେଶ୍ୱର ୫/୪ – ଆସନ୍ତାକାଲି ୬ ତାରିଖ (ସୋମବାର) ଦିନ କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡା,କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, ମାଲକାନଗିରି କୋରାପୁଟ ନବରଙ୍ଗପୁର ଓ ନୟାଗଡ ଏହି ୨୬ ଜିଲ୍ଲାକୁ ବିଜୁଳି ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସହ ୩୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏନେଇ ଆଜି ୟଲୋ ୱାର୍ଣ୍ଣିଂ ଜାରିକରିଛି ପାଣିପାଗ ବିଭାଗ ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer