ଦେବଗଡ : ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ଚାଲିଛି ସାଇବର ସୁରକ୍ଷା ସଚେତନତା ଅଭିଯାନ ।
ଦେବଗଡ : ମେଣ୍ଢା ମାଂସ ବିକ୍ରିକୁ ନେଇ ହତ୍ୟାକାଣ୍ଡ । ବାପକୁ ଟାଙ୍ଗିଆରେ ହାଣି ହତ୍ୟାକଲା ପୁଅ ।
ଦେବଗଡ : ଜନ୍ତୁ ଶିକାର ପାଇଁ ଚାଲିଥିଲା ପ୍ରସ୍ତୁତି, ମାଡ଼ିବସିଲା ବନବିଭାଗ, ଶିକାରୀ ଗିରଫ ।


ଓଡ଼ିଶା ଛୁଇଁଲା ମୌସୁମି ବାୟୁ । ଚଳିତବର୍ଷ ଆଗୁଆ ଅଗ୍ରସର ହୋଇଛି ମୌସୁମି ।
ଓଡ଼ିଶା ଛୁଇଁଛି ମୌସୁମୀ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଦକ୍ଷିଣ ଓଡିଶାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଚଳିତ ବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ। ପାଗ ଅନୁକୂଳ

ବଜ୍ରପାତ ଜନିତ ମୃତ୍ୟୁ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ : ଏଥର ଲଗାଯିବ ବହୁ ସଂଖ୍ୟାରେ ତାଳଗଛ ।
ବଜ୍ରପାତ ଜନିତ ମୃତ୍ୟୁ ରୋକିବା ପାଇଁ ବର୍ତ୍ତମାନ ସରକାର ନେଇଛନ୍ତି ଏକ ବଡ଼ ପଦକ୍ଷେପ । ଅଧିକ ସଂଖ୍ୟାରେ ତାଳଗଛ ରୋପଣ କରାଯିବାକୁ ପୁଣିଥରେ ଅଣ୍ଟା ଭିଡିଛନ୍ତି ସରକାର। ବଜ୍ରପାତ ଜନିତ ମୃତ୍ୟୁ ରୋକିବା

ଆସୁଛି ମୌସୁମୀ : ଆଣ୍ଡାମାନ ଦ୍ଵୀପପୁଞ୍ଜରେ ପାଦ ଥାପିଛି ମୌସୁମୀ ବାୟୁ ।
ଆସୁଛି ମୌସୁମୀ । ଚଳିତ ବର୍ଷ ଆଗୁଆ ମୌସୁମୀ ବର୍ଷା ହେବାର ପୂର୍ବାନୁମାନ କରାଯାଉଛି । ଆଜି ଆଣ୍ଡାମାନ ସାଗର ଛୁଇଁଛି ମୌସୁମୀ ବାୟୁ । ଆଣ୍ଡାମାନ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ପିଲାଙ୍କୁ ପାଠପ୍ରତି ଆକୃଷ୍ଟ କରିବା ପାଇଁ ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ଯାଦୁପେଡି।
ପିଲାଙ୍କୁ ପାଠପ୍ରତି ଆକୃଷ୍ଟ କରିବା ପାଇଁ ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ଯାଦୁପେଡି। NCERT (National Council of Educational Research and Training) ଦ୍ୱାରା ପ୍ରସ୍ତୁତ

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେରଖି ମେ ୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନେଲେ ସରକାର ।
ରାଜ୍ୟରେ ଜାରୀରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ବୃଦ୍ଧି ପାଉଛି ତାପମାତ୍ରା । ଅସହ୍ୟ ଗରମ ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟରେ ଆସନ୍ତା ମେ

ଆସନ୍ତା ୧୧ ତାରିଖ ଦିନ ଶୁଭାରମ୍ଭ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ପରିବାରର ପ୍ରତି ସଦସ୍ୟଙ୍କୁ ମିଳିବ କାର୍ଡ ।
ଆସନ୍ତା ୧୧ ତାରିଖ ଦିନ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ’ ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି । ଏଥର ପରିବାରର ପ୍ରତି ସଦସ୍ୟଙ୍କୁ ମିଳିବ ଆୟୁଷ୍ମାନ ଭାରତ କାର୍ଡ । ଏନେଇ ପ୍ରେସମିଟ୍

ପବିତ୍ର ଉତ୍କଳ ଦିବସ ଅବସରରେ IAS ପାହ୍ୟାକୁ ପଦୋନ୍ନତି ପାଇଲେ ୩୦ ବରିଷ୍ଠ OAS ଅଫିସର।
ଆଜି ପବିତ୍ର ଉତ୍କଳ ଦିବସ ଅବସରରେ ଆଇଏଏସ୍ (IAS ) ପାହ୍ୟାକୁ ପଦୋନ୍ନତି ପାଇଲେ ୩୦ ଜଣ ବରିଷ୍ଠ ଓଏଏସ (OAS) ଅଫିସର । ଏନେଇ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି

ଏଣିକି ସ୍କୁଲରେ ପିଲାଙ୍କୁ ମିଳିବ ମାଣ୍ଡିଆ ଲଡୁ । ଆରମ୍ଭ ହେଲା ଯୋଜନା, ଘୋଷଣା କଲା ସ୍କୁଲ ଓ ଗଣଶିକ୍ଷା ବିଭାଗ ।
ଏଣିକି ସ୍କୁଲରେ ପିଲାଙ୍କୁ ମିଳିବ ମାଣ୍ଡିଆ ଲଡୁ । ସରକାରଙ୍କ ପିଏମ ପୋଷଣ ଯୋଜନାରେ ସାମିଲ ହେଲା ମାଣ୍ଡିଆ ଲଡୁ । ଏନେଇ ଘୋଷଣା କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ । ପିଏମ

ରାଜ୍ୟରେ ବଢ଼ିବନି ବିଦ୍ୟୁତ୍ ଦର , ପ୍ରେସ ମିଟ ରେ ଘୋଷଣା କଲା ଓଇଆରସି (OERC) ।
ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଆସିଲା ଖୁସି ଖବର । ରାଜ୍ୟରେ ବଢ଼ିବନି ବିଦ୍ୟୁତ ଦର । ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବିଦ୍ୟୁତ୍ ଦର ଅପରିବର୍ତ୍ତିତ ରହିବା ନେଇ ପ୍ରେସମିଟ୍ରେ ଓଇଆରସି (OERC) ପକ୍ଷରୁ

ଆସନ୍ତା ଏପ୍ରିଲ ପହିଲାରୁ ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ନିଷ୍ପତ୍ତି ନେଲେ ସରକାର ।
ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦେଇଛନ୍ତି ମୋହନ ସରକାର । ଆସନ୍ତା ଏପ୍ରିଲ ପହିଲାରୁ ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ


