ଦେବଗଡ : ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ଚାଲିଛି ସାଇବର ସୁରକ୍ଷା ସଚେତନତା ଅଭିଯାନ ।
ଦେବଗଡ : ମେଣ୍ଢା ମାଂସ ବିକ୍ରିକୁ ନେଇ ହତ୍ୟାକାଣ୍ଡ । ବାପକୁ ଟାଙ୍ଗିଆରେ ହାଣି ହତ୍ୟାକଲା ପୁଅ ।
ଦେବଗଡ : ଜନ୍ତୁ ଶିକାର ପାଇଁ ଚାଲିଥିଲା ପ୍ରସ୍ତୁତି, ମାଡ଼ିବସିଲା ବନବିଭାଗ, ଶିକାରୀ ଗିରଫ ।


ଦୁଇଗୁଣ ହେଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ଦୁଇଗୁଣ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଆଜି ଭୁବନେଶ୍ବରରେ ଆୟୋଜିତ ୩୮ ତମ ସ୍ବାଧିନତା ସଂଗ୍ରାମୀ ଦିବସ ମହୋତ୍ସବ ରେ ଯୋଗଦେଇ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଚାଷୀଙ୍କୁ ହଇରାଣ କଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ବୀମା କମ୍ପାନୀକୁ ରାଜସ୍ଵ ମନ୍ତ୍ରୀଙ୍କ କଡ଼ା ଚେତାବନୀ ।
ଚାଷୀଙ୍କୁ ହଇରାଣ କଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ବୀମା କମ୍ପାନୀକୁ ରାଜସ୍ଵ ମନ୍ତ୍ରୀଙ୍କ କଡ଼ା ଚେତାବନୀ । ବନ୍ୟା ବାତ୍ୟା ଓ ଅଦିନିଆ ବର୍ଷା ଭଳି ପ୍ରାକୃତିକ ବିପର୍ଯ୍ୟୟ ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ

ଓଡି଼ଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ ।
ଓଡି଼ଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ । କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିଜ ପଦରୁ ଇସ୍ତଫା ଦେଇଛନ୍ତି ରାଜ୍ୟପାଳ ରଘୁବର ଦାସ । ବ୍ୟକ୍ତିଗତ କାରଣରୁ ଓଡ଼ିଶା ରାଜ୍ୟପାଳ ପଦରୁ

ଆସନ୍ତା ୨୩ ତାରିଖ ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ଆରମ୍ଭ ହେବ ୩୪ ତମ ସର୍ବଭାରତୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ।
ଆସନ୍ତା ୨୩ ତାରିଖ ଠାରୁ ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମ ଠାରେ ଆରମ୍ଭ ହେବାକୁ ଯାଉଛି ୩୪ ତମ ସର୍ବଭାରତୀୟ ବାମଣ୍ଡା କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୪ । ଚଳିତ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ରାଜ୍ୟ

ଜାନୁଆରୀ ମାସରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ।
ଜାନୁଆରୀ ମାସରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏହି ପର୍ଯ୍ୟାୟରେ ୨୦ ଲକ୍ଷ ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା । ଏନେଇ ଆଜି ସୂଚନା ଦେଇଛନ୍ତି ଉପ

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।
ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ୪ ଟି ଜିଲ୍ଲାକୁ ୟୋଲୋ ୱାର୍ଣିଂ ଦିଆଯାଇଛି । ୱେଲମାର୍କ ଲୋ-ପ୍ରେସର ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ
ଠିକାଦାର ମାନଙ୍କୁ ତାଗିଦ୍ କଲେ ପୂର୍ତ୍ତମନ୍ତ୍ରୀ , ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ନସାରିଲେ ନିଆଯିବ କଡା ଆକ୍ସନ ।
ଠିକାଦାର ମାନଙ୍କୁ ତାଗିଦ୍ କଲେ ପୂର୍ତ୍ତମନ୍ତ୍ରୀ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ନସାରିଲେ ନିଆଯିବ କଡା ଆକ୍ସନ । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ପୂର୍ତ୍ତ ବିଭାଗର ବିଭିନ୍ନ ପ୍ରକଳ୍ପ ଉପରେ ସମୀକ୍ଷା

ବିଧାନସଭାରେ ତୃଟିପୂର୍ଣ୍ଣ ହାଇଟେକ୍ ସର୍ଭେ ନେଇ ଦାବିରଖିଲେ ଦେବଗଡ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ଵାଳ
ଦେବଗଡ ଜିଲ୍ଲାରେ ହୋଇଥିବା ହାଇଟେକ୍ ସର୍ଭେ ରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଛି । ଏହି ସର୍ଭେ କୁ ବାତିଲ କରି ସଠିକ ଭାବେ ପୁନଃ ସର୍ଭେ କରାଯିବାକୁ ଆଜି ବିଧାନସଭାରେ ଦାବି ଉପସ୍ଥାପନ

ଆରମ୍ଭ ହେବ ବହୁ ପ୍ରତିକ୍ଷିତ ବାରକୋଟ – ଝାରସୁଗୁଡ଼ା ନୂତନ ରେଳପଥ କାର୍ଯ୍ୟ , ରେଳମନ୍ତ୍ରୀ ଦେଲେ ସୂଚନା ।
ଆଠୋଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିବା ବେଳେ, ପ୍ରସ୍ତାବିତ ବାରକୋଟ – ଝାରସୁଗୁଡ଼ା ରେଳ ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନିଆଯାଇଥିବା ଆଜି ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଓଡ଼ିଶାରେ ରେଳ

ଆଜିଠୁ ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ । ଉପସ୍ଥାପିତ ହେଲା ୧୨,୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍।
ଆଜି ଠାରୁ ଆରମ୍ଭ ହୋଇଯାଇଛି ବିଧାନସଭା ଶୀତକାଳୀନ ଅଧିବେଶନ । ଏହି ଅଧିବେଶନର ପ୍ରଥମ ଦିନରେ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପନ ହୋଇଛି ଅତିରିକ୍ତ ବଜେଟ । ୧୨,୧୫୬ କୋଟି ଟଙ୍କାର


